ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗାଳି ପକାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗାଳି ପକାଇବା   କ୍ରିୟାପଦ

ଅର୍ଥ : ଚାପ ବା ଡର କାରଣରୁ କୌଣସି ବସ୍ତୁ ଦେଇଦେବା

ଉଦାହରଣ : ଚୋରଉପରେ ପୋଲିସର ମାଡ଼ହେବାରୁ ସେ ସମସ୍ତ ଚୋରୀ ଜିନିଷ ଗାଳି ପକାଇଲା

ସମକକ୍ଷ : ଦାଖଲ କରିବା, ଦେଇଦେବା, ପଇଠ କରିବା, ପ୍ରଦାନ କରିବା, ସମର୍ପଣ କରିବା


ଅନ୍ୟ ଭାଷାରେ ଅନୁବାଦ :

दबाव या डर के कारण कोई वस्तु दे देना।

चोर पुलिस की मार पड़ते ही चोरी का सारा सामान हग दिया।
हगना