ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୂରବୀକ୍ଷଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୂରବୀକ୍ଷଣ   ବିଶେଷ୍ୟ

ଅର୍ଥ : ଦୂରର ବସ୍ତୁସମୂହର ଛବିକୁ ବଡକରି ଦେଖାଇପାରୁଥିବା ଗୋଟିଏ ଯନ୍ତ୍ର

ଉଦାହରଣ : ମୁମ୍ବେଇର ତାରାଗୃହରେ ଆକାଶର ଗ୍ରହ, ନକ୍ଷତ୍ରଆଦିକୁ ଦେଖିବା ପାଇଁ ଦୂରବୀକ୍ଷଣ ଯନ୍ତ୍ର ଲାଗିଛି

ସମକକ୍ଷ : ଟେଲିସ୍କୋପ୍, ଦୂରବୀକ୍ଷଣ ଯନ୍ତ୍ର


ଅନ୍ୟ ଭାଷାରେ ଅନୁବାଦ :

दूर की वस्तुओं की छवि को बड़ा करके दिखाने वाला एक यंत्र।

मुम्बई के तारागृह में आकाश के ग्रह, नक्षत्रों को देखने के लिए दूरबीन लगी है।
टेलिस्कोप, टेलीस्कोप, दूरबीन

A magnifier of images of distant objects.

scope, telescope