ଅର୍ଥ : କୌଣସି ପ୍ରକାର ଜଂଜାଳ, ବନ୍ଧନ, ଝଂଝଟ ଇତ୍ୟାଦିରୁ ମୁକ୍ତ ହେବାର କ୍ରିୟା
ଉଦାହରଣ :
କୌଣସି ପ୍ରକାର ବନ୍ଧନରୁ ମୁକ୍ତି ହେବାର ଆଶା ସମସ୍ତଙ୍କର ଥାଏ
ସମକକ୍ଷ : ନିବୃତ୍ତି, ବିମୁକ୍ତି, ମୁକ୍ତି
ଅନ୍ୟ ଭାଷାରେ ଅନୁବାଦ :
किसी प्रकार के जंजाल, झंझट, पाश, बंधन आदि से मुक्त होने की क्रिया।
किसी भी प्रकार के बंधन से मुक्ति की आकांक्षा हर एक की होती है।