ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଯାହାର ଜନ୍ମ ଭିନ୍ନ-ଭିନ୍ନ ବର୍ଣ୍ଣ ବା ଜାତିର ବାପା ଓ ମାଆଙ୍କଠାରୁ ହୋଇଥାଏ
ଉଦାହରଣ : ଆମ ସମାଜରେ ବର୍ଣ୍ଣସଙ୍କରଙ୍କୁ ସହଜରେ ସ୍ୱୀକାର କରାଯାଏ ନାହିଁ
ସମକକ୍ଷ : ଜାରଜ, ସଙ୍କର, ହାରମଜାଦା, ହାରାମୀ
ଅନ୍ୟ ଭାଷାରେ ଅନୁବାଦ :हिन्दी
वह जिसकी उत्पत्ति भिन्न-भिन्न वर्णों या जातियों के पिता और माता से हुई हो।
ସଂସ୍ଥାପନ କରନ୍ତୁ