ଅର୍ଥ : କୌଣସି ଧର୍ମର ମୂଳ କଥା ଯାହାକୁ ଗ୍ରହଣ କଲେ ସେ ବ୍ୟକ୍ତି ସେହି ଧର୍ମରେ ସମ୍ମିଳିତ ହୋଇଯାଏ
ଉଦାହରଣ :
କବୀର ଅଦ୍ୱୈତ ମତବାଦକୁ ମାନୁଥିଲେ
ସମକକ୍ଷ : ବିଶ୍ୱାସ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି
ଉଦାହରଣ :
ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା
ସମକକ୍ଷ : ସିଦ୍ଧାନ୍ତ
ଅନ୍ୟ ଭାଷାରେ ଅନୁବାଦ :