ଅର୍ଥ : ଯେଉଁ ବସ୍ତୁର ଗୋଟିଏ ମୁଣ୍ଡ ଗୋଲ ତଥା ଅନ୍ୟ ମୁଣ୍ଡ ମୁନିଆ ବିନ୍ଦୁ ଭଳି ହୋଇଥାଏ
ଉଦାହରଣ :
ଏହି ଶଙ୍କୁ ମୁହଁର ବ୍ୟାସ କେତେ ହେବ?
ଅନ୍ୟ ଭାଷାରେ ଅନୁବାଦ :
वह आकार जिसका एक सिरा गोल तथा दूसरा सिरा नुकीली बिन्दु की तरह होता है।
इस शंकु के मुख का व्यास कितना होगा?ଅର୍ଥ : ଯେଉଁ ପଥର ବା ଖୁମ୍ବ ଗାଁ ସୀମାରେ ପୋତାଯାଇଥାଏ
ଉଦାହରଣ :
ତାଙ୍କୁ ଦୂରରୁ ଗାଁର ଶଙ୍କୁ ହିଁ ଦେଖାଯାଉଥିଲା
ଅନ୍ୟ ଭାଷାରେ ଅନୁବାଦ :
वह पत्थर या खंभा जो गाँव की सीमा पर गाड़ा जाता है।
उन्हें गाँव का चीरा दूर से ही दिखाई पड़ रहा था।ଅର୍ଥ : ପ୍ରାଚୀନ କାଳରେ ଯେଉଁ ଖୁଣ୍ଟି ମାଧ୍ୟମରେ ସୂର୍ଯ୍ୟ ବା ଆଲୋକର ଛାଇ ମାପ କରାଯାଉଥିଲା
ଉଦାହରଣ :
ଶଙ୍କୁ ଛାଇର ଲମ୍ବରୁ ସମୟ ଗଣନା କରାଯାଉଥିଲା
ସମକକ୍ଷ : ଶଙ୍କୁଯନ୍ତ୍ର
ଅନ୍ୟ ଭାଷାରେ ଅନୁବାଦ :