ଅର୍ଥ : ଏକ ବହୁମୂଲ୍ୟ ହଳଦିଆ ଧାତୁ ଯେଉଁଥିରୁ ଗହଣାଆଦି ତିଆରି ହୁଏ
ଉଦାହରଣ :
ଆଜିକାଲି ସୁନାର ମୂଲ୍ୟ ଆକାଶ ଛୁଇଁଲାଣି ଚୈତନ୍ୟ ମହାପୁରୁଷଙ୍କ ଶରୀରରୁ ସୁନା ଭଳି ଆଭା ବାହାରୁଥିଲା
ସମକକ୍ଷ : କନକ, କାଞ୍ଚନ, ସୁବର୍ଣ୍ଣ, ହାଟକ, ହେମ
ଅନ୍ୟ ଭାଷାରେ ଅନୁବାଦ :
एक बहुमूल्य पीली धातु जिसके गहने आदि बनते हैं।
आजकल सोने का भाव आसमान छू रहा है।